ସୃଷ୍ଟି_ହେଲା_ଅବପାତ

#ସୃଷ୍ଟି_ହେଲା_ଅବପାତ -ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ -କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି ପୂର୍ବ ଦିଗରେ ଅତିକ୍ରମ ସମ୍ଭାବନା -ଗୋପାଳପୁର ଓ ବିଶାଖାପାଟନମ ମଧ୍ୟରେ ୨୩ ତାରିଖ ରାତି ଓ ୨୪ ତାରିଖ ଭୋର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ ସମ୍ଭାବନା-ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ l

Leave a Reply

Your email address will not be published. Required fields are marked *