ଜଗତସିଂହପୁର ସଦର ବ୍ଲକ ଅନ୍ତର୍ଗତ ପଲ୍ଲୀ ପଂଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା ଅନୁଷ୍ଠିତ
ଜଗତସିଂହପୁର ସଦର ବ୍ଲକ ଅନ୍ତର୍ଗତ ପଲ୍ଲୀ ପଂଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ବ୍ଲକ ଅଧ୍ୟକ୍ଷ। କନକପ୍ରଭା ଲେଙ୍କା, ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଆମ ଓଡ଼ିଶା ନବୀନ ଓଡ଼ିଶାର ଆଭିମୁଖ୍ୟ ବାବଦରେ ଜନସାଧାରଣ ଙ୍କୁ ବୁଝାଇଥିଲେ । ଏହି ସଚେତନତା କାର୍ଯ୍ୟକ୍ରମ ରେ ପଂଚାୟତ ବାସୀ ମାନେ ଉପସ୍ଥିତ ରହିବା ସହିତ ସରକାରଙ୍କ ଏହି କାର୍ଯ୍ୟକ୍ରମକୁ ଧନ୍ୟବାଦ ଜଣାଇ ଥିଲେ ।
ଜଗତସିଂହପୁର ରୁ ରୀତା ସାହୁ reporter
