ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ଆକ୍ସନ୍
ଶିକ୍ଷକଙ୍କୁ ଅଟକାଇଲେ ଆକ୍ସନ୍-ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ଆକ୍ସନ୍-କିଛି ସ୍କୁଲ୍ କର୍ତ୍ତୃପକ୍ଷ ଶିକ୍ଷକଙ୍କୁ ରିଲିଜ୍ କରୁନଥିବା ନଜରକୁ ଆସିଛି-ଏନେଇ କଡ଼ା ନିର୍ଦ୍ଦେଶ ଜାରି କଲା ସ୍କୁଲ୍ ଓ ଗଣଶିକ୍ଷା ବିଭାଗ-‘ସେନସସ୍ ଆକ୍ଟ-୧୯୪୮’ ଅନୁସାରେ ଜନଗଣନା କାର୍ଯ୍ୟ ବାଧ୍ୟତାମୂଳକ-ଜନଗଣନାରେ ନିଯୁକ୍ତ ଶିକ୍ଷକ, କର୍ମଚାରୀଙ୍କୁ ରିଲିଭ୍ କରିବା ବାଧ୍ୟତାମୂଳକ-ଅଯଥାରେ ଜନଗଣନା କାମରୁ ଶିକ୍ଷକଙ୍କୁ ବଞ୍ଚିତ କରାଯିବ ନାହିଁ-ନିର୍ଦ୍ଦେଶକୁ ଅମାନ୍ୟ କଲେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଚେତାବନୀ l
