ସଚେତନତା କାର୍ଯ୍ୟକ୍ରମ

ପୋଲସରା ବ୍ଲକ୍ ଅନ୍ତର୍ଗତ ମଥୁରା ଗ୍ରାମର କଲ୍ୟାଣ ମଣ୍ଡପ ଠାରେ ସରକାରୀ ଯୋଜନା ର ସଫଳ ରୂପାୟନ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି। ଜନ ପ୍ରତିନିଧି , ସରକାରୀ କର୍ମଚାରୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *