ଖାଲିଆକାନୀ ଠାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଖାଲିଆକାନୀ ଗ୍ରାମ ପଞ୍ଚାୟତ ଠାରେ ରେ ମୋ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ସ୍ଥାନୀୟ ସରପଞ୍ଚ ଘରମଣି ମଙ୍ଗରାଜ ଙ୍କ ଅଧକ୍ଷ୍ୟତାରେ କାର୍ଯ୍ୟକ୍ରମ ହୋଇଥିଲା ଏହି ସଚେତନତା କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ହେମଙ୍ଗିନି ରାଉତ ମୁଖ୍ୟ ଅତିଥି ଭାବେ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୁଗାନ୍ତକାରୀ ଲୋକାଭିମୁଖୀ ଯୋଜନା ଉପରେ ଜନସାଧାରଣ ଙ୍କୁ ସୂଚିତ କରାଇଥିଲେ । ସଚେତନତା କାର୍ଯ୍ୟକ୍ରମ ରେ ବିଭିନ୍ନ ସରକାରୀ ବିଭାଗର ଷ୍ଟଲ ଲଗାଯାଇଥିଲା ଏବଂ ଲୋକଙ୍କୁ ରାଜ୍ୟ ସରକାରଙ୍କ ସରକାରୀ ସ୍ତରରେ ରହିଥିବା ଯୋଜନା ବିଷୟରେ ଅବଗତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *