ବାବା ଆଖଣ୍ଡଳମଣୀ ଙ୍କ ପୀଠ ର ଉନ୍ନତି କରଣ ଲାଗି ୧୦ କୋଟି ଟଙ୍କା ଅନୁଦାନ ଘୋଷଣା

ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ୧୦ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ୧୦ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଆରଡି: ଭଦ୍ରକ ପ୍ରସିଦ୍ଧ ଶୈବ କ୍ଷେତ୍ର ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଆଜି ପବିତ୍ର ମହାଶିବରାତ୍ରିରେ ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ସକାଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉଚ୍ଚ ଶିକ୍ଷା, କ୍ରୀଡ଼ା, ସଂସ୍କୃତି ଓ ଓଡ଼ିଆ ଭାଷାସାହିତ୍ୟ ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ପ୍ରମୁଖ ବାବା ଆଖଣ୍ଡଳମଣିଙ୍କ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ।ଆଜି ସକାଳେ ପ୍ରଭାତୀ ପରିଡ଼ା, ଉଚ୍ଚ ଶିକ୍ଷା, କ୍ରୀଡ଼ା, ସଂସ୍କୃତି ଓ ଓଡ଼ିଆ ଭାଷାସାହିତ୍ୟ ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର ଓ ଭଦ୍ରକ ଜିଲ୍ଲାପାଳ ପ୍ରମୁଖ ବାବା ଆଖଣ୍ଡଳମଣିଙ୍କ ପୂଜାର୍ଚ୍ଚନା ସହ ଦର୍ଶନ କରିଥିଲେ।ଏହାପରେ ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପର୍ଯ୍ୟଟନ ବିଭାଗ ପକ୍ଷରୁ ୧୦ କୋଟିର ଅନୁଦାନ ଦିଆଯିବା ନେଇ ଘୋଷଣା କରିଥିଲେ। ଏନେଇ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ କୃତଜ୍ଞତା ଜଣାଇଥିଲେ। ସେ କହିଥିଲେ, ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ଯାହା ଆବଶ୍ୟକ, ତାର ବ୍ୟବସ୍ଥା କରିବେ ରାଜ୍ୟ ସରକାର।ଏହାପରେ ମନ୍ଦିର ତଥା ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପର୍ଯ୍ୟଟନ ବିଭାଗ ପକ୍ଷରୁ ୧୦ କୋଟିର ଅନୁଦାନ ଦିଆଯିବା ନେଇ ଘୋଷଣା କରିଥିଲେ। ଏନେଇ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ କୃତଜ୍ଞତା ଜଣାଇଥିଲେ। ସେ କହିଥିଲେ, ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠର ଉନ୍ନତୀକରଣ ଲାଗି ଯାହା ଆବଶ୍ୟକ, ତାର ବ୍ୟବସ୍ଥା କରିବେ ରାଜ୍ୟ ସରକାର।

Leave a Reply

Your email address will not be published. Required fields are marked *