ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ

ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ-ପୁରୀରେ ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା-ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହଙ୍କ ସୂଚନା-ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ପାଇଁ ନିଆଯାଇଛି ସ୍ବତନ୍ତ୍ର ପଦକ୍ଷେପ-ରଥଯାତ୍ରା ପାଇଁ ଖୋଲାଯିବ ଏକାଧିକ କଣ୍ଟ୍ରୋଲ ରୁମ୍-ସମ୍ପୂର୍ଣ୍ଣ ସିସିଟିଭି ବଳୟ ମଧ୍ୟରେ ରହିବ ବଡ଼ଦାଣ୍ଡ-ବିଭିନ୍ନ ସ୍ଥାନରେ ଏଲଇଡି ସ୍କ୍ରିନ୍ ଲଗାଯାଇ ଶ୍ରଦ୍ଧାଳୁଙ୍କୁ ଦିଆଯିବ ସୂଚନା-ଟ୍ରାଫିକ ନିୟନ୍ତ୍ରଣ ପାଇଁ ଗୁଗଲର ନିଆଯିବ ସହାୟତା-ଅମାନିଆ ଅଟୋ ଚାଳକଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

Leave a Reply

Your email address will not be published. Required fields are marked *