ବାହୁଡ଼ା ପାଇଁ ପୁରୀ ରେ ବଡ଼ ବୈଠକ
-ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ
-ବାହୁଡ଼ା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ

ନେଇ ଆଲୋଚନା
-ବୈଠକରେ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ,ଉନ୍ନୟନ କମିଶନର ,ପୋଲିସ ମହାନିର୍ଦ୍ଦେଶକ, ଶ୍ରୀମନ୍ଦିର ପ୍ରଶାସକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ
