ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ନବମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ନବମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି……ଏହି ଅବସରରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି…..
