ବିଜୁ ଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ

ଆଜି ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ କଣାସ ବ୍ଲକ ବିଜୁପୁର ପଞ୍ଚାୟତରେ ବିଜୁ ଜନତା ଦଳ ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି।

ଏହି କର୍ମୀ ସମ୍ମିଳନୀରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଯୋଗ ଦେଇ ଯୋଡ଼ି ଶଙ୍ଖ ରେ ଭୋଟ ଦେବାପାଇଁ ପାଇଁ ନିବେଦନ କରିଛନ୍ତି।

Leave a Reply

Your email address will not be published. Required fields are marked *