ବିଜେଡି_କଂଗ୍ରେସ_ମେଣ୍ଟ_ହୋଇପାରେ:
ବିଜେଡି_କଂଗ୍ରେସ_ମେଣ୍ଟ_ହୋଇପାରେ: #ଭକ୍ତ_ଦାସ -ବିଜେଡି-କଂଗ୍ରେସ ମେଣ୍ଟ ନେଇ ପିସିସି ସଭାପତିଙ୍କ ବଡ଼ ସୂଚନା-ହାଇକମାଣ୍ଡ ଚାହିଁଲେ ବିଜେଡି-କଂଗ୍ରେସ ମେଣ୍ଟ ହୋଇପାରେ-ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନରେ ହାଇକମାଣ୍ଡ ଚାହିଁଲେ ମେଣ୍ଟ-ଏଆଇସିସି ଯଦି ନିଷ୍ପତ୍ତି ନିଏ, ତାହାଲେ ଉଭୟ ଦଳ ମେଣ୍ଟ କରିପାରୁ-ଖୋର୍ଦ୍ଧା କଂଗ୍ରେସ କାର୍ଯ୍ୟଳୟ ଉଦ୍ଘାଟନ ବେଳେ ଏପରି କହିଲେ ଭକ୍ତ ଦାସ
