ବିଜେଡିର ମିଶ୍ରଣ ପର୍ବ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ ଯୋଜନା, ନୀତି ଆଦର୍ଶ ଓ ସ୍ୱଚ୍ଛ ଶାସନରେ ଅନୁପ୍ରାଣିତ ହୋଇ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣ ପ୍ରସାଦବ୍ଲକ ମାଣିକା ପଞ୍ଚାୟତର ଭଗବାନପୁର ଓଡ଼ିଆ ସାହିର ୩୫ ଗୋଟି ପରିବାର ଭାରତୀୟ ଜନତା ପାର୍ଟି ପରିତ୍ୟାଗ କରି ବିଧିବଦ୍ଧ ଭାବେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମାଙ୍କ ଉପସ୍ଥିତରେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦଙ୍କ ପ୍ରତିନିଧି ଜ୍ଞାନ ଚନ୍ଦ୍ର ପ୍ରଧାନ ଓ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *