ବିଜେଡିର ମିଶ୍ରଣ ପର୍ବ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଜନକଲ୍ୟାଣକାରୀ ଯୋଜନା, ନୀତି ଆଦର୍ଶ ଓ ସ୍ୱଚ୍ଛ ଶାସନରେ ଅନୁପ୍ରାଣିତ ହୋଇ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ରାମଲେଙ୍କା ପଞ୍ଚାୟତର କୁମାରପୁର ଗ୍ରାମର ଡକ୍ଟର ସୁକାନ୍ତ କୁମାର ଦାସଙ୍କ ନେତୃତ୍ୱରେ ୧୦ ଗୋଟି ପରିବାର ଭାରତୀୟ ଜନତା ପାର୍ଟି ପରିତ୍ୟାଗ କରି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମାଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *