ନବୀନ ପଟ୍ଟନାୟକଙ୍କ ୭୬ତମ ଜନ୍ମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୬ତମ ଜନ୍ମ ଜୟନ୍ତୀ ଅବସରରେ ପୁରୀ ଜିଲ୍ଲାରେ ଓଡିଶା ମୋ ପରିବାର ଏବଂ ଜୀବନବିନ୍ଦୁ ପକ୍ଷରୁ ଆୟୋଜିତ ରକ୍ତଦାନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସ ବର୍ମା। ଶ୍ରୀ ଦାସ ବର୍ମା ଯୋଗ ଦେଇ ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହିତ ସାଧୁବାଦ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ମୋ ପରିବାର ଅଧ୍ୟକ୍ଷ ଅରୁପ ପଟ୍ଟନାୟକ ଓ ଜିଲ୍ଲା ଜୀବନ ବିନ୍ଦୁ ସଞ୍ଜଯୋକ ସୁଭାସିସ ଖୁଣ୍ଟିଆ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳେଇ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *