ନାମାଙ୍କନ ପତ୍ର ଦାଖଲ କଲେ ତାଳଚେର ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ

ଆଜି ତାଳଚେର ନିର୍ବାଚନ ମଣ୍ଡଳୀ ର ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ତାଳଚେର ଜଗନ୍ନାଥ ମନ୍ଦିର ଦର୍ଶନ କରିବା ପରେ , ନିଜର ହଜାର ହଜାର ସମର୍ଥକ ମାନଙ୍କ ସହିତ ଏକ ବିଶାଳ ଶୋଭାଯାତ୍ରା ସହ ତାଳଚେର ଜଗନ୍ନାଥ ମନ୍ଦିର ଠାରୁ ଆସି ତାଳଚେର ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ତାଳଚେର ନିର୍ବାଚନ ମଣ୍ଡଳୀ ର ନିର୍ବାଚନ ଅଧିକାରୀଙ୍କ ପାଖରେ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି, ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ଙ୍କ ସହିତ ଆଜି ଢେଙ୍କାନାଳ ର ବିଜେଡି ସାଂସଦ ପ୍ରାର୍ଥୀ ଅବିନାଶ ସାମଲ ମଧ୍ଯ ଉପସ୍ଥିତ ରହିଥିଲେ।

Leave a Reply

Your email address will not be published. Required fields are marked *