ପ୍ରଧାନମନ୍ତ୍ରୀ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଆନୁଷ୍ଠାନିକୀକରଣ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ଅନୁମୋଦନ କମିଟି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, ତା-୨୫.୦୨.୨୦୨୬ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ “ପ୍ରଧାନମନ୍ତ୍ରୀ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଆନୁଷ୍ଠାନିକୀକରଣ…
