ଭୁବନେଶ୍ୱରଠାରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି 93.09 କୋଟି ଟଙ୍କାର ଆର୍ଥିକ ଅନୁଦାନ ଯୋଗାଇଦେବେ କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ
ଭୁବନେଶ୍ୱର, 19 ଡିସେମ୍ବର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ…
