ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ପ୍ରତିଷ୍ଠା ଦିବସ ପାଳିତଶିଶୁ ସୁରକ୍ଷା ଓ ଶିକ୍ଷା ଉପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଗୁରୁତ୍ୱାରୋପ
ଭୁବନେଶ୍ୱର ୦୧/୧୧/୨୦୨୫ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ୧୫ତମ ପ୍ରତିଷ୍ଠା ଦିବସ ଆଜି ଲୋକସେବା ଭବନସ୍ଥିତ କନ୍ଭେନ୍ସନ୍ ସେଣ୍ଟରରେ ପାଳିତ…
