ଓର୍ମାସ୍ର ସ୍ୱତନ୍ତ୍ର ଦୀପାବଳି ଷ୍ଟଲ୍: ପରମ୍ପରା ଓ ହସ୍ତଶିଳ୍ପର ଅପୂର୍ବ ସମ୍ମିଶ୍ରଣ ମାଟି ଦୀପ, ଟେରାକୋଟା ମୂର୍ତ୍ତି, ରାଗିଲଡ଼ୁ ଆଦିର ସମ୍ଭାର
ଭୁବନେଶ୍ୱର,୧୮/୧୦/୨୦୨୫:ଦୀପାବଳି ଉପଲକ୍ଷେ ଓଡ଼ିଶା ଗ୍ରାମୀଣ ବିକାଶ ଓ ବିପଣନ ସଂସ୍ଥା (ଓର୍ମାସ୍) ପକ୍ଷରୁ ଭୁବନେଶ୍ୱର ୟୁନିଟ୍ ୮ ସ୍ଥିତ ଏସ୍ଆଇଆର୍ଡି…
