ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ସୂଚନା

ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା l ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା ରାଜ୍ୟରେ ଶିଶୁବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡ଼ି ଗୋଟିଏ ଛାତ ତଳେ ରହିବ ଶିଶୁବାଟିକାରୁ ପ୍ରାଥମିକ ଶିକ୍ଷା ପ୍ରାଥମିକ ଶିକ୍ଷାକୁ ଦୃଢ଼ କରିବାକୁ ଗାଁରେ ହେବ ମଡେଲ୍ ସ୍କୁଲ୍ ୫ ଏକର ଜାଗାରେ ନିର୍ମାଣ ହେବ ଗୋଦାବରୀଶ ମିଶ୍ର ପ୍ରାଥମିକ ସ୍କୁଲ ୬ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବ l

Leave a Reply

Your email address will not be published. Required fields are marked *