ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ଭୁବନେଶ୍ୱରତା-୧୯. ୧୨.୨୦୨୫ ଆସନ୍ତା ସୋମବାର ଡିସେମ୍ବର ୨୨ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି’ ବନ୍ଦରହିବ l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
