ଫେବୃଆରୀ ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ତା-୨୦. ୨. ୨୦୨୬ ଆସନ୍ତା ସୋମବାର ଫେବୃଆରୀ ୨୩ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦରହିବ । ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବଳବତ୍ତର ଥିବାରୁ ଆସନ୍ତା ସୋମବାର ‘ଜନ ଅଭିଯୋଗ ଶୁଣାଣି’ ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *