ଚାଷୀଙ୍କୁ ମିଳିଲା ସିଏମ୍ କିଷାନ ଟଙ୍କା
ଚାଷୀଙ୍କୁ ମିଳିଲା ସିଏମ୍ କିଷାନ ଟଙ୍କା-୪୧ ଲକ୍ଷ ୬୮ ହଜାର ଚାଷୀଙ୍କୁ ମିଳିଲା ସିଏମ୍ କିଷାନ ଟଙ୍କା-ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟ ଗଲା ସିଏମ୍ କିଷାନ ଟଙ୍କା-କଟକରେ ରାଜ୍ୟସ୍ତରୀୟ କୃଷକ ଦିବସରେ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ-ମୋଟ ୮୩୮ କୋଟି ୪୮ ଲକ୍ଷ ଟଙ୍କା ବଣ୍ଟନ କରାଗଲା-୪୧ ଲକ୍ଷ ୨୭ ହଜାର ୫୩୩ କ୍ଷୁଦ୍ର ଓ ୪୧ ହଜାର ୪୯ ଭୂମିହୀନ ଚାଷୀ ଉପକୃତ
