ବହି ତ୍ରୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲା କମିଟି-
ବହି ତ୍ରୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲା କମିଟି-ପାଠ୍ୟ ପୁସ୍ତକରେ ତ୍ରୁଟି,ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲା କମିଟି-ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉନ୍ନୟନ କମିଶନରଙ୍କ ନେତୃତ୍ବାଧୀନ ଟିମ୍-୭ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ
