ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ଶପଥ ପାଠ

ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ପୂର୍ତ୍ତ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଜୟ କୁମାର ସେଠି ଉପସ୍ଥିତ ସଦସ୍ୟମାନଙ୍କୁ ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ଦୁର୍ନୀତି ନିବାରଣ ସଂକ୍ରାନ୍ତରେ ଏକ ଶପଥ ପାଠ କରାଇଥିଲେ l ଏଥିରେ ସହକାରୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ମଲ୍ଲିକ,ପ୍ରଦୀପ୍ତ କିଶୋର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *