ବନ୍ୟା ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ
ବନ୍ୟା ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ : ମନ୍ତ୍ରୀ-ସମ୍ଭାବ୍ୟ ବାତ୍ୟା ଆକଳନ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା-ବାତ୍ୟା, ବନ୍ୟା ଏବଂ ହିଟ୍ ୱେଭ ପ୍ରବଣ ରାଜ୍ୟ ହେଉଛି ଓଡ଼ିଶା-ଏପ୍ରିଲ ମାସ ସନ୍ଧ୍ୟାରେ ଝଡ଼ ବି ହୁଏ, ମେ’ରେ ବାତ୍ୟା ହେବା ସମ୍ଭାବନା ଥାଏ-ବନ୍ୟା, ବାତ୍ୟା ଆସିଲେ ମୁକାବିଲା ଆମେ ପ୍ରସ୍ତୁତ ଅଛୁ-ବାତ୍ୟା ଆକଳନ କରିଥିବା ଏଜେନ୍ସି ବିଶ୍ୱାସ ଯୋଗ୍ୟ ନହେଲେ ମଧ୍ୟ ଆମେ ପ୍ରସ୍ତୁତ
