ବାତ୍ୟା ମୁକାବିଲା
ବାତ୍ୟା #DanaCyclone ର ମୁକାବିଲା ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ AshwiniVaishnaw ଆଜି EastCoastRail ଓ serailway ର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ସର୍ବନିମ୍ନ ବ୍ୟାଘାତ ସହ ସର୍ବାଧିକ ପ୍ରସ୍ତୁତିକୁ ସୁନିଶ୍ଚିତ କରିବାକୁ ଶ୍ରୀ ବୈଷ୍ଣବ ସୂଚନା ଦେଇଛନ୍ତି ।
