ଡିଜିଟାଲ୍ ଜନଗଣନା ଆରମ୍ଭ
ଡିଜିଟାଲ୍ ଜନଗଣନା l ଆଜିଠାରୁ ସାରା ରାଜ୍ୟରେ ଆରମ୍ଭ ହେବ ଡିଜିଟାଲ୍ ଜନଗଣନା-ଘର ଘର ବୁଲି ଜନଗଣନା କରିବେ-ଘର ଗଣିବା ସହ ନମ୍ବରିଂ କରିବେ ଓ ମୁଖ୍ୟଙ୍କୁ ୩୩ଟି ପ୍ରଶ୍ନ କରିବେ ଅଧିକାରୀ-ଏପ୍ରିଲ ୧୬ରୁ ମେ’୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜିଟାଲ୍ ଜନଗଣନା
