ବାତ୍ୟାଶ୍ରୟ ରକ୍ଷଣାବେକ୍ଷଣ ନେଇ ଜିଲ୍ଲାସ୍ତରୀୟ କର୍ମଶାଳା

ଭଦ୍ରକ :୨୨/୧୦:- ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବାତ୍ୟାଶ୍ରୟ ପରିଚାଳନାରେ ରହୁଥିବା ତୃଟି, ଏହାର ପରିଚାଳନା ଓ ରକ୍ଷଣାବେକ୍ଷଣ ନେଇ ପରିଚାଳନା କମିଟି ସଦସ୍ୟମାନଙ୍କର ଦାୟିତ୍ୱ ସମ୍ବନ୍ଧୀୟ ସଚେତନତା ବୃଦ୍ଧି ଆଭିମୁଖ୍ୟ ନେଇ ଆଜି ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ତ୍ରିଲୋଚନ ମାଝୀ ମୁଖ୍ୟ ଅତିଥି  ଭାବେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି ଶିବିରକୁ ଉଦ୍‌ଘାଟନ କରିଥିଲେ ।

ରିପୋର୍ଟ :-ପୁନିଲ କୁମାର ସାମନ୍ତ।

Leave a Reply

Your email address will not be published. Required fields are marked *