ଡବଲ୍ଇଞ୍ଜିନ ସରକାରର ଡବଲ ପ୍ରଭାବ-

ଡବଲ୍ଇଞ୍ଜିନ ସରକାରର ଡବଲ ପ୍ରଭାବ- ମୁଖ୍ୟମନ୍ତ୍ରୀ-ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ-ଠିକ୍ ୨ ବର୍ଷ ତଳେ ଆଜିର ଦିନରେ ଆମ ସରକାର ଦାୟିତ୍ବ ଗ୍ରହଣ କରିଥିଲା-ଏହା ପରଠୁ ଆରମ୍ଭ ହୋଇଥିଲା ଲୋକଙ୍କ ସରକାର, ଜନତାଙ୍କ ସହ ମିଶିଛୁ-ଓଡ଼ିଶାବାସୀଙ୍କ ଅଗ୍ରଗତି ପାଇଁ ଆମେ ଆଗକୁ ବଢ଼ିଛୁ-ଡବଲ୍ ଇଞ୍ଜିନ ସରକାରର ଡବଲ ପ୍ରଭାବ ପଡ଼ିଛି-୨ ବର୍ଷରେ ୧୨୧ଟି ଯୋଜନା କାର୍ଯ୍ୟକାରୀ ହୋଇଛି-ଏହା ସମୃଦ୍ଧ ଓଡ଼ିଶା ଗଠନରେ ପ୍ରଭାବ ପକାଇଛି-ପ୍ରତ୍ୟେକ ଗାଁକୁ ମୌଳିକ ସୁବିଧା ପହଞ୍ଚାଇ ପାରି ନଥିଲା ୨୪ ବର୍ଷିଆ ସରକାର-ବିଦ୍ୟୁତ, ପାନୀୟ ଜଳ, ଗାଁକୁ ରାସ୍ତାଟିଏ ଦେଇ ପାରିନ ଥିଲେ ପୂର୍ବ ସରକାର l

Leave a Reply

Your email address will not be published. Required fields are marked *