ପୁରୀ ବିମାନବନ୍ଦର ପାଇଁଜଙ୍ଗଲ ଜମି ଅନୁମତି-
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି-ଶ୍ରୀ ଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାରଙ୍କ ଷ୍ଟେଜ୍-୧ ଅନୁମୋଦନ-ପ୍ରକଳ୍ପକୁ ବାସ୍ତବରେ ରୂପାୟନ କରିବା ଦିଗରେ ଏକ ବଡ଼ ପଦକ୍ଷେପ-ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ସୂଚନା-ପୁରୀ ଜଙ୍ଗଲ ବିଭାଗର ୨୭.୮୮୭ ହେକ୍ଟର ଜଙ୍ଗଲ ଜମି ଯୋଗାଇ ଦିଆଯିବ
