ସମାଜ ଅନୁଷ୍ଠାନ ପକ୍ଷରୁ ବ୍ୟାସନଗର ର ଗୋପବନ୍ଧୁ ଛକ ଠାରେ ୯୬ତମ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧଉତ୍ସବ ଅନୁଷ୍ଠିତ

**ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧଉତ୍ସବ ସାରା ରାଜ୍ୟରେ ପାଳନ କରାଯାଉଛି l ଏହି ପରିପକ୍ଷରେ ବରିଷ୍ଠ ସାମ୍ବାଦିକ ଚିନ୍ତାମଣି ପାଢ଼ୀଙ୍କ ନେତୃତ୍ୱରେ ସମାଜ ଅନୁଷ୍ଠାନ ପକ୍ଷରୁ ବ୍ୟାସନଗର ର ଗୋପବନ୍ଧୁ ଛକ ଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧଉତ୍ସବ ପାଳନ କରାଯାଇଛି l ଏହି ଉତ୍ସବ କୋରେଇ ବିଧାୟକ ଆକାଶ ଦାସନାୟକ ଅତିଥିଭାବେ ଯୋଗଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ତାଙ୍କ ନୀତି ଆଦର୍ଶ ସମ୍ପର୍କରେ ଆଲୋଚନା କରିଥଲେ l

ଯାଜପୁର ବ୍ୟାସନଗର ରୁ ଜ୍ୟୋତି ପ୍ରକାଶ ଭୂୟାଁ ଙ୍କ ରିପୋର୍ଟ ତୀର୍ଥକ୍ଷେତ୍ର Live

Leave a Reply

Your email address will not be published. Required fields are marked *