ଅଲାରନାଥ ମନ୍ଦିର ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କଲେ ରାଜ୍ୟପାଳ*

ଭୁବନେଶ୍ୱର, ଜୁଲାଇ ୭: ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ମଙ୍ଗଳବାର ଦିନ ପୁରୀ ଜିଲ୍ଲା ବ୍ରହ୍ମଗିରିସ୍ଥିତ ପ୍ରସିଦ୍ଧ ଅଲାରନାଥ ମନ୍ଦିର ଦର୍ଶନ କରିଥିଲେ । ଚଳିତ ବର୍ଷ ମହାପ୍ରଭୁଙ୍କର ଅଣସର ସମୟରେ ରାଜ୍ୟପାଳ ପ୍ରଭୁ ଅଲାରନାଥଙ୍କ ଦର୍ଶନ କରି ଓଡ଼ିଶାବାସୀଙ୍କ ଶାନ୍ତି, ସମୃଦ୍ଧି ଓ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ । ଏହା ସହିତ ରାଜ୍ୟର ଉନ୍ନତି, ସମ୍ପ୍ରୀତି ଓ ସର୍ବାଙ୍ଗୀନ ବିକାଶ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ।ଐଶ୍ଵର୍ଯ୍ୟା ସାମନ୍ତ ରାଜ୍ୟପାଳଙ୍କ ଲୋକ ସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *