ଦଶମ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା l ମାଟ୍ରିକ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ……ସଫଳତା ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା….ଦୃଢ଼ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ……ବିଦ୍ୟାର୍ଥୀଙ୍କ ସଂକଳ୍ପ ଓ ନିଷ୍ଠା ସମୃଦ୍ଧ ଓଡ଼ିଶା ଗଠନରେ ସହାୟକ ହେବ……ସମସ୍ତଙ୍କର ମଙ୍ଗଳ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି: ମୁଖ୍ୟମନ୍ତ୍ରୀ

Leave a Reply

Your email address will not be published. Required fields are marked *