ଜି,ଏସ,ଟି, ସଂସ୍କାର ଓ ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ ଜିଲ୍ଲା ସ୍ତରୀୟ କର୍ମଶାଳା
ଆଜି ଭଦ୍ରକ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସାଂସଦ ଅଭିମନ୍ୟୁ ସେଠୀ ମାନ୍ୟବର ଶିକ୍ଷାମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜ ଭଦ୍ରକ ବିଧାୟକ ଶ୍ରୀ ଯୁକ୍ତ ଶିତାଶୁ ଶେଖର ମହାପାତ୍ର, ଜିଲ୍ଲା ସଭାପତି ଭଗବାନ ପଣ୍ଡା,ବାଣୀ କଲ୍ୟାଣୀ ମହାନ୍ତି, ସୁଧାଂଶୁ ନାୟକ, ଅକ୍ଷୟ ସାହୁ, ଏବଂ ମଣ୍ଡଳ ସଭାପତି ବରିଷ୍ଠ ବିଜେପି ପରିବାର ଉପସ୍ଥିତ ରହି । ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ କୁ ତ୍ବରାନ୍ବିତ କରିଥିଲେ, ଫୁଲ ଗୁଛ ଉତ୍ତରୀ ଦେଇ ସ୍ବାଗତ କରାଯାଇଥିଲା। ଜି,ଏସ ,ଟି ବିଷୟରେ ଆଲୋକପାତ କରିଥିଲେ।
