ଆଗାମୀ_୭_ଦିନ_ଯାଏଁ_ପ୍ରବଳ_ବର୍ଷା
ଆଗାମୀ_୭_ଦିନ_ଯାଏଁ_ପ୍ରବଳ_ବର୍ଷା-ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା-ବଙ୍ଗୋପସାଗର ଉପରେ ଏକ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସୃଷ୍ଟି -ପ୍ରଭାବରେ ଜୁଲାଇ ୩ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା-ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା-୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ -ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା-୧୦ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର-ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିରକୁ ୟେଲୋ ଆଲର୍ଟ-ସୁବର୍ଣ୍ଣପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ୟେଲୋ ଆଲର୍ଟ -ଉପକୂଳରେ ୪୦ରୁ ୫୦ କିମି ସର୍ବାଧିକ ୬୦ କିମି ପବନ ବହିବା ସମ୍ଭାବନା
