ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
ନୂଆ ଅବକାରୀ ନୀତି କାର୍ଯ୍ୟକାରୀ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ……ବେଆଇନ ମାଦକ ଦ୍ରବ୍ୟ କାରବାର ରୋକ ଉପରେ ଗୁରତ୍ୱ….ଏମ୍ଜିକ୍ୟୁ ବଦଳରେ ଏମ୍ଜିଇଆର୍ ବ୍ୟବସ୍ଥା ଲାଗୁ……ଲଟେରୀ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସରଳୀକରଣ ଉପରେ ଆଲୋଚନା…..
