ଐତିହ ଗଣଦୌଡ ଯାତ୍ରା ଜିଲ୍ଲାପାଳ ପ୍ରମୁଖ

ଓଡ଼ିଆ ପକ୍ଷ ପାଳନ ଅବସରରେ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଐତିହ ଗଣଦୌଡ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇ ଲା। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଯୋଗ ଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରି ଥୂବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ସଚେତନତା ଐତିହ ଗଣଦୌଡ ରେ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ ସାମିଲ ହୋଇ ପ୍ଲାକାର୍ଡ ଧରି ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରି ଐତିହାସିକ ଗାନ୍ଧୀ ପଡିଆ ଠାରେ ପହଞ୍ଚିଥିଲେ।ଜିଲ୍ଲାପାଳ, ପ୍ରଶାସନିକ ଅଧୂକାରୀ, ବରିଷ୍ଟ ନାଗରିକ, ଯୋଗ ଦେଇ ମହାତ୍ମାଗାନ୍ଧୀ ଙ୍କ ପ୍ରତିମୃତିରେ ମାଲ୍ୟାର୍ପଣ କରିଥିଲେ। ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ପରମ୍ପରା କୁ ଉଜ୍ଜୀବିତ କରି ରଖିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

Leave a Reply

Your email address will not be published. Required fields are marked *