ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

– ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଙ୍କ ସଦଦ୍ଭାବନା ସଭା ଗୃହ ଠାରେ ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ରାଉତ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକ ରେ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ, ବୁଦ୍ଧିଜୀବୀ, ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଅଧିକାରୀ ଓ ଗଣମାଧ୍ୟମ ର ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଚଳିତ ବର୍ଷ ସ୍ବାଧୀନତା ଦିବସ କିପରି ମହାଆଡମ୍ବର ସହିତ ପାଳନ କରାଯିବ ସେ ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା ।

Leave a Reply

Your email address will not be published. Required fields are marked *