ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

୮ ତାରିଖରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି ଆରମ୍ଭ ହେବ……ଆସନ୍ତା ୮, ୯ ଏବଂ ୧୦ ତାରିଖରେ ଗଣତି ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଥିବା ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି….. ତିନିଦିନ ମଧ୍ୟରେ ରତ୍ନଭଣ୍ଡାରର ସମସ୍ତ ଅଳଙ୍କାରର ଗଣତି ମଣତି ଶେଷ ହେବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି…..

Leave a Reply

Your email address will not be published. Required fields are marked *