ଜଗତସିଂହପୁର ଠାରେ ବିଜୁ ଜନତା ଦଳ ପକ୍ଷରୁ ମହାନ ଜନନାୟକ ବିଜୁ ପଟ୍ଟନାୟକ ଙ୍କ ତିରୋଧାନ ଦିବସ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ
ଜଗତସିଂହପୁର ଠାରେ ବିଜୁ ଜନତା ଦଳ ପକ୍ଷରୁ ମହାନ ଜନନାୟକ ବିଜୁ ପଟ୍ଟନାୟକ ଙ୍କ ତିରୋଧାନ ଦିବସ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ବିଧାୟକ ତଥା ଜଗତସିଂହପୁର ବିଜୁ ଜନତା ଦଳର ସଭାପତି ପ୍ରଶାନ୍ତ କୁମାର ମୁଦୁଲି, ବ୍ଲକ ଅଧ୍ୟକ୍ଷ। କନକପ୍ରଭା ଲେଙ୍କା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ବ୍ଲକ ଉପାଧ୍ୟକ୍ଷ ରତି କାନ୍ତ ବେହେରା ଙ୍କ ସହ ବହୁ ବିଜେଡି କର୍ମୀମାନେ ଉପସ୍ଥିତ ରହି ସ୍ବର୍ଗତ ବିଜୁ ବାବୁଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଆର୍ପଣ କରିବା ତାଙ୍କର୍ ସ୍ମୃତି ଚାରଣ କରିଥିଲେ ।
