ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ଙ୍କ ଶ୍ରାଦ୍ଧ ଦିବସ ପାଳନ
Date- 21/04/26*ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି । ବରିଷ୍ଠ କଂଗ୍ରେସ ନେତା ନଟବର ବାରିକ, ପୂର୍ବତନ ପୋୖରାଧକ୍ଷ ବିପ୍ଳବ ଚୌଧୁରୀ ସହିତ ବହୁ କଂଗ୍ରେସ ନେତା ଓ କର୍ମୀ ମାନେ ଜଗତସିଂହପୁର ସ୍ଥିତ ବଙ୍ଗଳା ଛକ ନିକଟରେ ଥିବା ଜାନକୀବଲ୍ଲଭ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ସହିତ ତାଙ୍କର ସ୍ମୃତି ଚାରଣ କରିଥିଲେ ।
