ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ ର ବିଭିନ୍ନ ପଞ୍ଚାୟତ ରେ ବୁଲିଲା ଜୟ ଜଗନ୍ନାଥ ରଥ
ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ ର ବିଭିନ୍ନ ପଞ୍ଚାୟତ ରେ ବୁଲିଲା ଜୟ ଜଗନ୍ନାଥ ରଥ । ଆମ ଓଡ଼ିଶା ନବୀନ ଓଡ଼ିଶା ଅନ୍ତର୍ଗତ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ର ଜୟ ଜଗନ୍ନାଥ ରଥ ପଞ୍ଚାୟତ ର ପ୍ରତି ଘରକୁ ଘର ବୁଲି ଅରୁଆ ଚାଉଳ, ଗୁଆ ଓ ନଡ଼ିଆ ସଂଗ୍ରହ କରାଯାଇଛି । ଏହି କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷ। ମମତା ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ରଶେଖର ଦାସଙ୍କ ବହୁ ଜଣ ସାଧାରଣ ସାମିଲ ହୋଇଥିଲେ । ସେହିପରି ରଘୁନାଥପୁର ବ୍ଲକ ତରିକୁନ୍ଦ ପଂଚାୟତ ର ବିଭିନ୍ନ ଗ୍ରାମରେ ଜୟ ଜଗନ୍ନାଥ ରଥ ବୁଲିବା ସହିତ ଏକ ଭକ୍ତି ମୟ ପରିବେଶ ସୃଷ୍ଟି ହୋଇଛି । ତେବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଏଭଳି କାର୍ଯ୍ୟକ୍ରମ କୁ ସ୍ୱାଗତ କରିଛନ୍ତି ।
ଜଗତସିଂହପୁର ରୁ Rita Sahoo reporter
