ଜାପାନ ପ୍ରଧାନମନ୍ତ୍ରୀ ସନାଏ ତାକାଇଚି ଭାରତ ଗସ୍ତ
ଜାପାନ ପ୍ରଧାନମନ୍ତ୍ରୀ ସନାଏ ତାକାଇଚି ଆଜି ସନ୍ଧ୍ୟାରେ ତିନିଦିନିଆ ଭାରତ ଗସ୍ତରେ ଆସୁଛନ୍ତି । 💠ଆସନ୍ତାକାଲି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବା ସହ ଷୋଡଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗଦେବେ ।
