ଜିତୁ_ମୁଣ୍ଡା_ଘଟଣା

ଜିତୁ_ମୁଣ୍ଡା_ଘଟଣା; ନିର୍ମଳାଙ୍କୁ_ନବୀନଙ୍କ_ଚିଠି-ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନଙ୍କ ଚିଠି-ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ନବୀନ-କେନ୍ଦୁଝର ଜିଲ୍ଲାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କର ମଲ୍ଲିପୋସି ଶାଖା ସମ୍ପର୍କରେ ଲେଖିଲେ-ବ୍ୟାଙ୍କ ଅଧିକାରୀଙ୍କର ଦାୟିତ୍ୱବୋଧତାକୁ ଲୁଚେଇବା ପାଇଁ ଚେଷ୍ଟା କରାଯାଉଛି-ଏହି ଅଭାବନୀୟ ଘଟଣା ସମଗ୍ର ଓଡ଼ିଶାରେ ଜନଭାବନାକୁ ଆଘାତ ଦେଇଛି-ଏହି ଅଭାବନୀୟ ତ୍ରୁଟି ପାଇଁ କିଏ ଦାୟୀ ତୁରନ୍ତ ସ୍ଥିର କରାଯାଉ-ଏହା ଗ୍ରାମୀଣ ବ୍ୟାଙ୍କଗୁଡ଼ିକୁ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସହଜ କରିବ-ଆପଣଙ୍କ ହସ୍ତକ୍ଷେପ ଦ୍ବାରା କୌଣସି ସ୍ଥାନରେ ଘଟଣାର ପୁନରାବୃତ୍ତି ହେବ ନାହିଁ-ନାଗରିକଙ୍କ ପ୍ରତି ଏପରି ଅମାନବୀୟ ବ୍ୟବହାର ଦେଶର ଅନ୍ୟ ସ୍ଥାନରେ ହେବନି

Leave a Reply

Your email address will not be published. Required fields are marked *