ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ବଡ଼ପୋଖରିଆ ମଣ୍ଡଳ ଟାଙ୍କୋଳ ପଞ୍ଚାୟତରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ

ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ବଡ଼ପୋଖରିଆ ମଣ୍ଡଳ ଟାଙ୍କୋଳ ପଞ୍ଚାୟତରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାଳୁ ଚରଣ ଖଣ୍ଡେଇତରାୟ ଙ୍କ ନେତୃତ୍ୱରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ବଡ଼ପୋଖରିଆ ମଣ୍ଡଳ ସଭାପତି ଶ୍ରୀଯୁକ୍ତ ବିପିନି ପାଲଟାସିଂହ,ହାଇକୋର୍ଟ ଅଧିବକ୍ତା ଶ୍ରୀଯୁକ୍ତ ସତ୍ୟବାନ ଶ୍ରୀଚନ୍ଦନ,ଖୋର୍ଦ୍ଧା ନଗର ସମ୍ପାଦିକା ଶ୍ରୀମତୀ ସୁଚିସ୍ମିତା ମିଶ୍ର ବଡ଼ଜେନା,ଦକ୍ଷିଣ ମଣ୍ଡଳ ପୁର୍ବତନ ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ହରିଚନ୍ଦନ,ଟାଙ୍କୋଳ ର ବରିଷ୍ଠ ସମାଜସେବୀ ଶ୍ରୀଯୁକ୍ତ ରବି ନାରାୟଣ ମିଶ୍ର,ଲେଣ୍ଡୋ ର ପୂର୍ବତନ ସମିତି ସଭ୍ୟ ଶ୍ରୀଯୁକ୍ତ ନକୁଳ

ହରିଚନ୍ଦନ,ବଡ଼ପୋଖରିଆ ଯୁବ ମୋର୍ଚ୍ଚା ସଭାପତି ଶ୍ରୀଯୁକ୍ତ ଗଙ୍ଗାଧର ଚମ୍ପତି,ଟାଙ୍କୋଳ ର ସମାଜସେବୀ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ମିଶ୍ର ଓ ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ସାହୁ ପ୍ରମୁଖଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ବିଷୟରେ ଲୋକ ମାନଙ୍କୁ ଅବଗତ କରାଇଥିଲେ। ନାଗର ସାଧାରଣ ସମ୍ପାଦକ ତ୍ରିଲୋଚନ ଦାସ ମଞ୍ଚ ପରିଚାଳନା କରିଥିଲେ ପରିଶେଷରେ ୯ ନଂ ଜିଲ୍ଲା ପରିଷଦ ପ୍ରାର୍ଥୀ ଶ୍ରୀଯୁକ୍ତ ଆଶିଷ କୁମାର ବରିସଲ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *