୨୦ରେ ମହାନଦୀ ଶୁଣାଣି
୨୦ରେ ମହାନଦୀ ଶୁଣାଣି- AG-ମହାନଦୀ ଜଳ ବିବାଦକୁ ନେଇ ଆସନ୍ତା ୨୦ରେ ପରବର୍ତ୍ତୀ ଶୁଣାଣି-ସୂଚନା ଦେଲେ ଆଡ୍ଭୋକେଟ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ-କ୍ଷେତ୍ର ପରିଦର୍ଶନ ରିପୋର୍ଟ ଅନ୍ତର୍ଭୁକ୍ତ କରିବାକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ-ମହାନଦୀ ବିବାଦକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଅନେକ ଅଗ୍ରଗତି ଘଟିଛି-୨ ରାଜ୍ୟର ବୈଷୟିକ ଟିମ୍ ପାଖାପାଖି ୧୩ଟି ବୈଠକ କରି ସାରିଛନ୍ତି-ମୁଖ୍ୟ ସଚିବ ଓ ସଚିବସ୍ତରୀୟ ମିଟିଂରେ ଅନେକ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି-ମୁଖ୍ୟ ସଚିବ ଓ ସଚିବସ୍ତରୀୟ ମିଟିଂରେ ଅନେକ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି-ଆପୋଷ ମିଳାମିଶା ପାଇଁ ହୋଇଥିବା ଆଲୋଚନାରେ ଟ୍ରିବ୍ୟୁନାଲ ସନ୍ତୁଷ୍ଟ-କେନ୍ଦ୍ର ମଧ୍ୟସ୍ଥତାରେ ୨ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ-ମହାନଦୀ ପ୍ରସଙ୍ଗରେ ଯଥେଷ୍ଟ ପ୍ରଗତି ହୋଇଛି, ଖୁବଶୀଘ୍ର ସମାଧାନ ହେବ l
