ମହାନଦୀ ଜଳ ବିବାଦ

ମହାନଦୀ ଜଳ ବିବାଦ: ୩୦ରେ_ପରବର୍ତ୍ତୀ_ଶୁଣାଣି-ମହାନଦୀ ଜଳ ବିବାଦ ମାମଲା ନେଇ ଟ୍ରିବ୍ୟୁନାଲ୍‌ରେ ଶୁଣାଣି-ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ଅବଗତ କରାଗଲା-ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଓଡ଼ିଶା,ଛତିଶଗଡ଼ ଅବଗତ କଲେ-ଆପୋଷ ବୁଝାମଣା ନେଇ ବୈଷୟିକ ସ୍ତରରେ ଆଲୋଚନା କଥା ଜଣାଗଲା-ଓଡ଼ିଶା ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ-ମେ ୩୦ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ

Leave a Reply

Your email address will not be published. Required fields are marked *