ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା
#ମାନସ ମଙ୍ଗରାଜ ବିଜେଡି ସଂସଦୀୟ ନେତା-ମାନସ ରଞ୍ଜନ ମଙ୍ଗରାଜ ହେଲେ ବିଜେଡି ସଂସଦୀୟ ଦଳ ନେତା-ସୁଲତା ଦେଓଙ୍କୁ ବିଜେଡି ସଂସଦୀୟ ଦଳ ଉପନେତା ସହ ମୁଖ୍ୟ ସଚେତକ ଦାୟିତ୍ୱ-ଉଭୟଙ୍କ ଚୟନକୁ ଅନୁମୋଦନ ଦେବାକୁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି-ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ
