ଓଡ଼ିଆରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍
ଓଡ଼ିଆରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍-ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ସୂଚନା-ପ୍ରଥମଥର ଛାତ୍ରଛାତ୍ରୀଙ୍କୁ ଓଡ଼ିଆରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍-ଉଭୟ ଓଡ଼ିଆ ଓ ଇଂରାଜୀରେ ଉପଲବ୍ଧ ହେବ ମାଟ୍ରିକ ସାର୍ଟିଫିକେଟ୍-କାଲି ଅପରାହ୍ଣରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ-ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ-www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ
